Deuteronomy 27:9 — Compare Translations
5 translations compared side by side
Odia - 1840
"ମାଶାେ ଓ ଯାଜକମାନେ ସମସ୍ତ ଇଶ୍ରାୟେଲକକ୍ସ୍ଟ କହିଲେ, ହେ ଇଶ୍ରାୟେଲ ନୀରବ ରେ ଅନକ୍ସ୍ଟଧ୍ଯାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଲୋକ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଲୋକ ହେଲ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମ ନ ମାନିଲେ ଅଭିଶପ୍ତ ହେବେ ମୋଶା ଓ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ ନୀରବରେ ଅନୁଧ୍ୟାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଲୋକ ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।