Deuteronomy 28:1 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନେେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସ୍ବର ଶକ୍ସ୍ଟଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁ ଆଜି ତୁମ୍ଭକୁ କହକ୍ସ୍ଟଅଛି, ତବେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହକ୍ସ୍ଟ ଉଚ୍ଚ ରେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ ଯନିପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମ ମାନୁଥିବା ଲୋକେ ଆଶୀର୍ବାଦ ପ୍ରାପ୍ତ ହେବେ “ବର୍ତ୍ତମାନ ତୁମ୍ଭେମାନେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସ୍ୱର ଶୁଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି, ତେବେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହୁ ଉଚ୍ଚରେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
Odia IRV 2017 (ଓଡିଆ ବାଇବେଲ)