Deuteronomy 28:10 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ପ୍ରସିଦ୍ଦ ଅଛ ବୋଲି, ଦେଶର ସମସ୍ତ ଲୋକ ଦେଖିବେ ଓ ସମାନେେ ତକ୍ସ୍ଟମ୍ଭ ବିଷଯ ରେ ଭୟ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି, ଦେଶର ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।