Deuteronomy 28:11 — Compare Translations
5 translations compared side by side
Odia - 1840
"ଏବଂ ସଦାପ୍ରଭୁ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ ଦ୍ରବ୍ଯ ରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭକୁ ଅନକେ ସନ୍ତାନ ରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭମାନଙ୍କୁ ଗୋବତ୍ସା ରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭର ଅମାର ଉତ୍ତମ ଫସଲ ରେ ପରିପୂର୍ଣ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ପୂର୍ବ ପୁରୁଷମାନଙ୍କୁ ଯେପରି ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ମଙ୍ଗଳାର୍ଥେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ସଦାପ୍ରଭୁ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭକୁ ଅନେକ ସନ୍ତାନରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭମାନଙ୍କୁ ଗୋବତ୍ସରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭର ଅମାର ଉତ୍ତମ ଫସଲରେ ପରିପୂର୍ଣ୍ଣ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଯେପରି ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।