Deuteronomy 28:12 — Compare Translations

5 translations compared side by side

Odia - 1840
"ଠିକ୍ ସମୟରେ ଉତ୍ତମ ବର୍ଷା ପ୍ରଦାନ କରିବାକୁ ସଦାପ୍ରଭୁ ତାଙ୍କର ଆକାଶର ଗନ୍ତାଘର ଖାଲିବେେ। ସଦାପ୍ରଭୁ ତୁମ୍ଭର ସମସ୍ତ କର୍ମ ରେ ଆଶୀର୍ବାଦ କରିବେ। ତୁମ୍ଭେ ଅନ୍ୟ ଗୋ୍ଟୀଯ ଲୋକମାନଙ୍କୁ ଋଣ ଦବେ। କିନ୍ତୁ ତୁମ୍ଭେ ସମାନଙ୍କେ ଠାରକ୍ସ୍ଟ କିଛି ଉଧାର ଆଣିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯଥାସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ତାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସମୟରେ ଉତ୍ତମ ବର୍ଷା ପ୍ରଦାନ କରିବାକୁ ସଦାପ୍ରଭୁ ତାଙ୍କର ଆକାଶର ଗନ୍ତାଘର ଖୋଲିବେ। ସଦାପ୍ରଭୁ ତୁମ୍ଭର ସମସ୍ତ କର୍ମରେ ଆଶୀର୍ବାଦ କରିବେ। ତୁମ୍ଭେ ଅନ୍ୟ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ। କିନ୍ତୁ ତୁମ୍ଭେ ସେମାନଙ୍କଠାରୁ କିଛି ଉଧାର ଆଣିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)