Deuteronomy 28:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭକୁ ସର୍ବଦା ସମସ୍ତଙ୍କ ଉପରେ ସ୍ଥାପନ କରିବେ କେଉଁଥି ରେ ପଛ କରିବେ ନାହିଁ। ସେ ତୁମ୍ଭକୁ ସର୍ବଦା ମସ୍ତକ କରିବେ ଲାଙ୍ଗକ୍ସ୍ଟଳ କରିବେ ନାହିଁ। ଏହିପରି ସବୁ ହବେ, ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କର ସମସ୍ତ ବିଧି ଓ ନିଯମ ମାନି ଚଳିବ। ଯାହା ଆଜି ମୁ ତୁମ୍ଭମାନଙ୍କୁ କହକ୍ସ୍ଟଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେସବୁ ଯେବେ ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେ ଯେ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ସର୍ବଦା ସମସ୍ତଙ୍କ ଉପରେ ସ୍ଥାପନ କରିବେ କେଉଁଥିରେ ପଛ କରିବେ ନାହିଁ। ସେ ତୁମ୍ଭକୁ ସର୍ବଦା ମସ୍ତକ କରିବେ ଲାଙ୍ଗୁଳ କରିବେ ନାହିଁ। ଏହିପରି ସବୁ ହେବ, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କର ସମସ୍ତ ବିଧି ଓ ନିୟମ ମାନି ଚଳିବ। ଯାହା ଆଜି ମୁଁ ତୁମ୍ଭମାନଙ୍କୁ କହୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,
Odia IRV 2017 (ଓଡିଆ ବାଇବେଲ)