Deuteronomy 28:14 — Compare Translations

5 translations compared side by side

Odia - 1840
"ଆଜି ମୁ ତୁମ୍ଭକୁ ସଦାପ୍ରଭୁଙ୍କର ଯେଉଁ ଶିକ୍ଷା ଦେଉଅଛି ସେଥିରକ୍ସ୍ଟ କବେେ ବିମକ୍ସ୍ଟଖ ହକ୍ସ୍ଟଅ ନାହିଁ। ତୁମ୍ଭେ ଦକ୍ଷିଣ କି ବାମକକ୍ସ୍ଟ ଫରେିବ ନାହିଁ। ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ଅନକ୍ସ୍ଟସରଣ କିଅବା ଉପାସନା କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ମୁଁ ତୁମ୍ଭକୁ ସଦାପ୍ରଭୁଙ୍କର ଯେଉଁ ଶିକ୍ଷା ଦେଉଅଛି ସେଥିରୁ କେବେ ବିମୁଖ ହୁଅ ନାହିଁ। ତୁମ୍ଭେ ଦକ୍ଷିଣ କି ବାମକୁ ଫେରିବ ନାହିଁ। ତୁମ୍ଭେମାନେ ଅନ୍ୟ ଦେବତାମାନଙ୍କୁ ଅନୁସରଣ କିଅବା ଉପାସନା କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ।