Deuteronomy 28:15 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ଯଦି ସଦାପ୍ରଭୁ ଆପଣା ପରମେଶ୍ବରଙ୍କର ବାକ୍ଯ ନଶକ୍ସ୍ଟଣ, ଯତ୍ନଶୀଳ ନହକ୍ସ୍ଟଅ ଏବଂ ଯଦି ତୁମ୍ଭେ ତାଙ୍କର ବିଧି ଓ ନିଯମ ପାଳନ ନକର, ଯାହା ମୁ ତୁମ୍ଭମାନଙ୍କୁ ଦେଉଛି। ତବେେ ଏହି ଅଭିଶାପଗକ୍ସ୍ଟଡିକ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯେ ଯେ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ନିୟମ ନମାନିବେ ଅଭିଶପ୍ତ ହେବ “କିନ୍ତୁ ତୁମ୍ଭେମାନେ ଯଦି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ବାକ୍ୟ ନ ଶୁଣ, ଯତ୍ନଶୀଳ ନ ହୁଅ ଏବଂ ଯଦି ତୁମ୍ଭେ ତାଙ୍କର ବିଧି ଓ ନିୟମ ପାଳନ ନ କର, ଯାହା ମୁଁ ତୁମ୍ଭମାନଙ୍କୁ ଦେଉଛି, ତେବେ ଏହି ଅଭିଶାପଗୁଡ଼ିକ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Odia IRV 2017 (ଓଡିଆ ବାଇବେଲ)