Deuteronomy 28:17 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଖାଇବ ପାତ୍ର ଅଭିଶଲ୍ଗ ହବେ। ସେଥି ରେ ଖାଦ୍ୟ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଖାଇବା ପାତ୍ର ଅଭିଶପ୍ତ ହେବ। ସେଥିରେ ଖାଦ୍ୟ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ।