Deuteronomy 28:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ଅଭିଶାପ ଦବେେ ଏବଂ ତୁମ୍ଭମାନେେ ବହକ୍ସ୍ଟ ସନ୍ତାନର ଅଧିକାରୀ ହବେ ନାହିଁ। ସେ ତୁମ୍ଭର କ୍ଷତକେକ୍ସ୍ଟ ଅଭିଶଲ୍ଗ କରିବେ ଏବଂ ତୁମ୍ଭେ ଉତ୍ତମ ଫସଲର ଅଧିକାରୀ ହବେନାହିଁ। ସେ ତୁମ୍ଭର ପଶକ୍ସ୍ଟମାନଙ୍କୁ ଅଭିଶାପ ଦବେେ, ତାଙ୍କର ଅନକେ ଶାବକ ହବେନୋହିଁ। ସେ ତୁମ୍ଭର ଗାଈ ଓ ମଷେମାନଙ୍କୁ ମଧ୍ଯ ଅଭିଶାପ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଶରୀରଫଳ ଓ ଭୂମିଫଳ ଓ ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ଅଭିଶାପ ଦେବେ ଏବଂ ତୁମ୍ଭେମାନେ ବହୁ ସନ୍ତାନର ଅଧିକାରୀ ହେବ ନାହିଁ। ସେ ତୁମ୍ଭର କ୍ଷେତ୍ରକୁ ଅଭିଶପ୍ତ କରିବେ ଏବଂ ତୁମ୍ଭେ ଉତ୍ତମ ଫସଲର ଅଧିକାରୀ ହେବ ନାହିଁ। ସେ ତୁମ୍ଭର ପଶୁମାନଙ୍କୁ ଅଭିଶାପ ଦେବେ, ତାଙ୍କର ଅନେକ ଶାବକ ହେବେ ନାହିଁ। ସେ ତୁମ୍ଭର ଗାଈ ଓ ମେଷମାନଙ୍କୁ ମଧ୍ୟ ଅଭିଶାପ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଔରସର ସନ୍ତାନ, ଭୂମିର ଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଔରଷର ସନ୍ତାନ, ଭୂମିରଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;