Deuteronomy 28:2 — Compare Translations

5 translations compared side by side

Odia - 1840
"ଏହି ସମସ୍ତ ଆଶୀର୍ବାଦ ତୁମ୍ଭମାନେେ ଗ୍ରହଣ କରିବ ଏବଂ ସଗେକ୍ସ୍ଟଡିକ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିବ। କାରଣ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କର ସ୍ବର ଶକ୍ସ୍ଟଣିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ଆଶୀର୍ବାଦ ତୁମ୍ଭେମାନେ ଗ୍ରହଣ କରିବ ଏବଂ ସେଗୁଡ଼ିକ ତୁମ୍ଭ ପାଖକୁ ଆସିବ। କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ସ୍ୱର ଶୁଣିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।