Deuteronomy 28:20 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯଦି କକ୍ସ୍ଟକର୍ମ କର ଏବଂ ସଦାପ୍ରଭୁଙ୍କ ପ୍ରତି ବିମକ୍ସ୍ଟଖ ହକ୍ସ୍ଟଅ, ତବେେ ସେ ତୁମ୍ଭର ସର୍ବଦା ଅମଙ୍ଗଳ କରିବେ। ତୁମ୍ଭର ସବୁ କାର୍ୟ୍ଯ ରେ ହତୋତ୍ସାହ ଓ ଅସକ୍ସ୍ଟବିଧା ଜନ୍ମିବ। ତୁମ୍ଭେ ସଐୂର୍ଣ ଭାବରେ ବିନାଶ ହବୋ ପର୍ୟ୍ଯନ୍ତ ସେ ତୁମ୍ଭର ଏହିପରି କରିବେ। ସେ ତକ୍ସ୍ଟମ୍ଭ ପ୍ରତି ଏପରି କରିବେ କାରଣ ତୁମ୍ଭେ ତାଙ୍କଠା ରେ ବିମକ୍ସ୍ଟଖ ହାଇେଛ ଓ ତାଙ୍କଠାରକ୍ସ୍ଟ ଦୂ ରଇେ ରହିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ଵାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯଦି କୁକର୍ମ କର ଏବଂ ସଦାପ୍ରଭୁଙ୍କ ପ୍ରତି ବିମୁଖ ହୁଅ, ତେବେ ସର୍ବଦା ସେ ତୁମ୍ଭର ଅମଙ୍ଗଳ କରିବେ। ତୁମ୍ଭର ସବୁ କାର୍ଯ୍ୟରେ ହତୋତ୍ସାହ ଓ ଅସୁବିଧା ଜନ୍ମିବ। ତୁମ୍ଭେ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ଏହିପରି କରିବେ। ସେ ତୁମ୍ଭ ପ୍ରତି ଏପରି କରିବେ କାରଣ ତୁମ୍ଭେ ତାଙ୍କଠାରୁ ବିମୁଖ ହୋଇଛ ଓ ତାଙ୍କଠାରୁ ଦୂରେଇ ରହିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।