Deuteronomy 28:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭକୁ ମହାମାରୀ ରୋଗ ରେ ଆକ୍ରାନ୍ତ କରିବେ। ତୁମ୍ଭମାନେେ ଯେଉଁ ଦେଶକକ୍ସ୍ଟ ଅଧିକାର କରିବାକୁ ଯାଉଅଛ, ସହେି ଦେଶରକ୍ସ୍ଟ ତୁମ୍ଭମାନଙ୍କୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭକୁ ମହାମାରୀ ରୋଗରେ ଆକ୍ରାନ୍ତ କରିବେ। ତୁମ୍ଭେମାନେ ଯେଉଁ ଦେଶକୁ ଅଧିକାର କରିବାକୁ ଯାଉଅଛ, ସେହି ଦେଶରୁ ତୁମ୍ଭମାନଙ୍କୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।