Deuteronomy 28:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ରୋଗ, ଜ୍ବର ଓ ଜ୍ବଳା ରେ ଦଣ୍ତିତ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କୁ ଅତ୍ଯଧିକ ଉତ୍ତାପ ଦବେେ ଯେଉଁଥି ରେ ତୁମ୍ଭମାନେେ ଉତ୍ତମ ବର୍ଷା ପାଇବ ନାହିଁ। ତୁମ୍ଭର ଫସଲ ବର୍ଷା ଅଭାବରେ ମରିୟିବ। ତୁମ୍ଭର ବିନାଶ ହବୋ ପର୍ୟ୍ଯନ୍ତ ସମସ୍ତ କକ୍ସ୍ଟକର୍ମମାନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯକ୍ଷ୍ମା ଓ ଜ୍ଵର ଓ ଜ୍ଵାଳା ଓ ଅତିଦାହ ଓ ଖଡ଼୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେସବୁ ତୁମ୍ଭର ପିଚ୍ଛା ଲାଗିଥିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ରୋଗ, ଜ୍ୱର ଓ ଜ୍ୱଳାରେ ଦଣ୍ତିତ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କୁ ଅତ୍ୟଧିକ ଉତ୍ତାପ ଦେବେ ଯେଉଁଥିରେ ତୁମ୍ଭେମାନେ ଉତ୍ତମ ବର୍ଷା ପାଇବ ନାହିଁ। ତୁମ୍ଭର ଫସଲ ବର୍ଷା ଅଭାବରେ ମରିଯିବ। ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସମସ୍ତ କୁକର୍ମମାନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଅନାବୃଷ୍ଟି ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ।