Deuteronomy 28:24 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ବର୍ଷା ଦବେେ ନାହିଁ। ଆକାଶରକ୍ସ୍ଟ କବଳେ ଧୂଳି ଓ ବାଲି ବର୍ଷା କରିବେ। ତୁମ୍ଭମାନଙ୍କର ଧ୍ବଂସ ହବୋ ପର୍ୟ୍ଯନ୍ତ ଏହିପରି ଲାଗି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ବର୍ଷା ଦେବେ ନାହିଁ। ଆକାଶରୁ କେବଳ ଧୂଳି ଓ ବାଲି ବର୍ଷା କରିବେ। ତୁମ୍ଭମାନଙ୍କର ଧ୍ୱଂସ ହେବା ପର୍ଯ୍ୟନ୍ତ ଏହିପରି ଲାଗି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।