Deuteronomy 28:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ତକ୍ସ୍ଟମ୍ଭ ଶତୃମାନଙ୍କ ହାତ ରେ ତୁମ୍ଭକୁ ପରାସ୍ତ କରାଇବେ। ତୁମ୍ଭେ ୟକ୍ସ୍ଟଦ୍ଧ କରିବା ପାଇଁ ଗୋଟିଏ ବାଟରେ ପଶିବ ମାତ୍ର ସାତଟି ବାଟରେ ପଳାଯନ କରି ଆସିବ। ତୁମ୍ଭମାନଙ୍କ ପ୍ରତି ଏପରି ଘଟଣାମାନ ସବୁ ଘଟିବ ଯେଉଁଥି ରେ ସମସ୍ତ ପୃଥିବୀବାସୀ ତାହା ଦେଖି ଭୟ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ; ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ; ମାତ୍ର ସାତ ପଥ ଦେଇ ସେମାନଙ୍କ ଆଗରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁମାନଙ୍କ ହାତରେ ତୁମ୍ଭକୁ ପରାସ୍ତ କରାଇବେ। ତୁମ୍ଭେ ଯୁଦ୍ଧ କରିବା ପାଇଁ ଗୋଟିଏ ବାଟରେ ପଶିବ ମାତ୍ର ସାତୋଟି ବାଟରେ ପଳାୟନ କରି ଆସିବ। ତୁମ୍ଭମାନଙ୍କ ପ୍ରତି ଏପରି ଘଟଣାମାନ ସବୁ ଘଟିବ ଯେଉଁଥିରେ ସମସ୍ତ ପୃଥିବୀବାସୀ ତାହା ଦେଖି ଭୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
Odia IRV 2017 (ଓଡିଆ ବାଇବେଲ)