Deuteronomy 28:26 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ମୃତ ଶରୀର ସବୁ ହିଂସ୍ର ଜନ୍ତକ୍ସ୍ଟ, ପକ୍ଷୀମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ଘଉଡାଇବା ପାଇଁ କହେି ନଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭ ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ମୃତ ଶରୀର ସବୁ ହିଂସ୍ର ଜନ୍ତୁ, ପକ୍ଷୀମାନଙ୍କର ଖାଦ୍ୟ ହେବ। ସେମାନଙ୍କୁ ଘଉଡ଼ାଇବା ପାଇଁ କେହି ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।