Deuteronomy 28:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ମିସ୍ରୀଯ ବଥ, ଅର୍ଶ, ଜାଦକ୍ସ୍ଟ ଓ କକ୍ସ୍ଟଣ୍ତିଆଣି ଦ୍ବାରା ଆଘାତ କରିବେ, ଯେପରି ମିଶରୀଯମାନଙ୍କୁ କରିଥିଲେ। ଏଥିରକ୍ସ୍ଟ ତୁମ୍ଭମାନେେ ଆରୋଗ୍ୟ ହାଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ ଖୁଜିଲି ଦ୍ଵାରା ଆଘାତ କରିବେ, ଏସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭମାନଙ୍କୁ ମିସ୍ରୀୟ ବଥ, ଅର୍ଶ, ଜାଦୁ ଓ କୁଣ୍ଡିଆଣି ଦ୍ୱାରା ଆଘାତ କରିବେ, ଯେପରି ମିଶରୀୟମାନଙ୍କୁ କରିଥିଲେ। ଏଥିରୁ ତୁମ୍ଭେମାନେ ଆରୋଗ୍ୟ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।