Deuteronomy 28:29 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦିନ ବେଳେ ମଧ୍ଯ ଅନ୍ଧଙ୍କ ପରି ଦରାଣ୍ତି ହବେ। ତୁମ୍ଭମାନେେ ଆପଣା କାର୍ୟ୍ଯ ରେ ସର୍ବଦା କୃତକାର୍ୟ୍ଯ ହବେନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ଥ ଓ ଲକ୍ସ୍ଟସ୍ଖିତ ହବେ। କହେି ତୁମ୍ଭକୁ ଉଦ୍ଧାର କରିବାକୁ ନଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ତି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ତି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦିନ ବେଳେ ମଧ୍ୟ ଅନ୍ଧଙ୍କ ପରି ଦରାଣ୍ତି ହେବ। ତୁମ୍ଭେମାନେ ଆପଣା କାର୍ଯ୍ୟରେ ସର୍ବଦା କୃତକାର୍ଯ୍ୟ ହେବ ନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ତ ଓ ଲୁଣ୍ଠିତ ହେବ। କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।