Deuteronomy 28:30 — Compare Translations
5 translations compared side by side
Odia - 1840
"ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକକ୍ସ୍ଟ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥି ରେ ଅନ୍ୟ ଜଣେ ବାସ କରିବ। ତୁମ୍ଭମାନେେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା'ର ଫଳସବୁ ଖାଇବ। ତୁମ୍ଭେ ସେଥିରକ୍ସ୍ଟ କିଛି ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ ର,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକୁ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥିରେ ଅନ୍ୟ ଜଣେ ବାସ କରିବ। ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା’ର ଫଳସବୁ ଖାଇବ। ତୁମ୍ଭେ ସେଥିରୁ କିଛି ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ,