Deuteronomy 28:31 — Compare Translations

5 translations compared side by side

Odia - 1840
"ଲୋକମାନେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ତୁମ୍ଭର ଗୋବତ୍ସାମାନଙ୍କୁ ବଧ କରିବେ। କିନ୍ତୁ ତୁମ୍ଭେ ତା'ର ମାଂସ ଖାଇ ପାରିବ ନାହିଁ। ଲୋକମାନେ ତୁମ୍ଭର ଗଧମାନ ନଇେ ଯିବେ। ସମାନେେ ତାହା ତୁମ୍ଭକୁ ଫରୋଇବେ ନାହିଁ। ତୁମ୍ଭର ଶତୃମାନେ ତୁମ୍ଭର ମଷେମାନଙ୍କୁ ନଇେଯିବେ କିନ୍ତୁ ଉଦ୍ଧାର କରିବାକୁ କହେି ନଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତୁମ୍ଭ ସମ୍ମୁଖରେ ତୁମ୍ଭର ଗୋବତ୍ସାମାନଙ୍କୁ ବଧ କରିବେ। କିନ୍ତୁ ତୁମ୍ଭେ ତା’ର ମାଂସ ଖାଇ ପାରିବ ନାହିଁ। ଲୋକମାନେ ତୁମ୍ଭର ଗଧମାନ ନେଇ ଯିବେ। ସେମାନେ ତାହା ତୁମ୍ଭକୁ ଫେରାଇବେ ନାହିଁ। ତୁମ୍ଭର ଶତ୍ରୁମାନେ ତୁମ୍ଭର ମେଷମାନଙ୍କୁ ନେଇଯିବେ କିନ୍ତୁ ଉଦ୍ଧାର କରିବାକୁ କେହି ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।
Odia IRV 2017 (ଓଡିଆ ବାଇବେଲ)