Deuteronomy 28:32 — Compare Translations

5 translations compared side by side

Odia - 1840
"ତକ୍ସ୍ଟମ୍ଭ ପକ୍ସ୍ଟତ୍ର କନ୍ଯାଗଣ ଅନ୍ୟମାନଙ୍କୁ ଦିଆୟିବ। ସବୁ ବେଳେ ତୁମ୍ଭେ ତାଙ୍କୁ ଗ୍ଭହକ୍ସ୍ଟଁ ଗ୍ଭହକ୍ସ୍ଟଁ ଦିନ ୟିବ। କିନ୍ତୁ ତୁମ୍ଭମାନେେ କିଛି କରିପାରିବ ନାହିଁ। କିନ୍ତୁ ପରମେଶ୍ବର ତୁମ୍ଭର କୌଣସି ସାହାୟ୍ଯ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟମାନଙ୍କୁ ଦିଆଯିବ। ସବୁ ବେଳେ ତୁମ୍ଭେ ତାଙ୍କୁ ଗ୍ଭହୁଁ ଗ୍ଭହୁଁ ଦିନ ଯିବ। କିନ୍ତୁ ତୁମ୍ଭେମାନେ କିଛି କରି ପାରିବ ନାହିଁ। କିନ୍ତୁ ପରମେଶ୍ୱର ତୁମ୍ଭର କୌଣସି ସାହାଯ୍ୟ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।