Deuteronomy 28:33 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର କଠିନ ପରିଶ୍ରମ କରିଥିବା ଫଳ ଅନ୍ୟମାନେ ନଇେଯିବେ। ଏବଂ ତୁମ୍ଭେ ସର୍ବଦା କବଳେ ଉପଦ୍ରବ ଗ୍ରସ୍ତ ଓ ନିର୍ୟ୍ଯାତନା ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଳିଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତୁମ୍ଭର କଠିନ ପରିଶ୍ରମ କରିଥିବା ଫଳ ଅନ୍ୟମାନେ ନେଇଯିବେ। ଏବଂ ତୁମ୍ଭେ ସର୍ବଦା କେବଳ ଉପଦ୍ରବ ଗ୍ରସ୍ତ ଓ ନିର୍ଯ୍ୟାତନା ଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।