Deuteronomy 28:35 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ଜନକ୍ସ୍ଟ ଓ ଜଙ୍ଘ ଓ ତଳିପାରକ୍ସ୍ଟ ମସ୍ତକ ୟାଏ ବ୍ଯଥାଦାଯୀ ବଥଦ୍ବାରା ତୁମ୍ଭକୁ ଆଘାତ କରିବେ। ତହିଁରକ୍ସ୍ଟ ତୁମ୍ଭେ ସକ୍ସ୍ଟସ୍ଥ ହାଇେ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭର ଜାନୁ ଓ ଜଙ୍ଘ ଓ ତଳିପାରୁ ମସ୍ତକଯାଏ ବ୍ୟଥାଦାୟୀ ବଥ ଦ୍ଵାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ଜାନୁ ଓ ଜଙ୍ଘ ଓ ତଳିପାରୁ ମସ୍ତକ ଯାଏ ବ୍ୟଥାଦାୟୀ ବଥଦ୍ୱାରା ତୁମ୍ଭକୁ ଆଘାତ କରିବେ। ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।