Deuteronomy 28:36 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକକ୍ସ୍ଟ ଆପଣା ଉପରେ ନିୟକ୍ସ୍ଟକ୍ତ କଲ ତୁମ୍ଭର ସହେି ରାଜାକକ୍ସ୍ଟ ତୁମ୍ଭର ଓ ତକ୍ସ୍ଟମ୍ଭ ପୂର୍ବପୁରୁଷ ଅଜ୍ଞାତ ଏକ ଗୋଷ୍ଠୀଯ ଲୋକଙ୍କ ନିକଟକକ୍ସ୍ଟ ନିର୍ବାସିତ କରିବେ। ଏବଂ ସଠାେରେ ତୁମ୍ଭମାନେେ କାଠ ପଥର ଦବେତାମାନଙ୍କର ସବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କଲ ତୁମ୍ଭର ସେହି ରାଜାକୁ ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ନିର୍ବାସିତ କରିବେ। ଏବଂ ସେଠାରେ ତୁମ୍ଭେମାନେ କାଠ ପଥର ଦେବତାମାନଙ୍କର ସେବା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।
Odia IRV 2017 (ଓଡିଆ ବାଇବେଲ)