Deuteronomy 28:37 — Compare Translations
5 translations compared side by side
Odia - 1840
"ସଠାେରେ ତୁମ୍ଭମାନେେ ନିଜେ ଏକ ଭୟାନକ ଦୃଶ୍ଯ ରେ ପରିଣତ ହବେ, ସହେି ସମସ୍ତ ଜାତିମାନଙ୍କ ଆଗ ରେ ଅପମାନର ଓ ଉପହାସର ପାତ୍ର ହବେ। ଯେଉଁଠାକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭକୁ ଯେସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର ଓ ଗଳ୍ପର ଓ ଉପହାସର ବିଷୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ତୁମ୍ଭେମାନେ ନିଜେ ଏକ ଭୟାନକ ଦୃଶ୍ୟରେ ପରିଣତ ହେବ, ସେହି ସମସ୍ତ ଜାତିମାନଙ୍କ ଆଗରେ ଅପମାନର ଓ ଉପହାସର ପାତ୍ର ହେବ। ଯେଉଁଠାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।