Deuteronomy 28:38 — Compare Translations
5 translations compared side by side
Odia - 1840
"ତୁମ୍ଭେ କ୍ଷେତ୍ରକକ୍ସ୍ଟ ବହକ୍ସ୍ଟତ ବିହନ ବହିନବେ ମାତ୍ର ଅଳ୍ପ ସଂଗ୍ରହ କରିବ। କାରଣ ପଙ୍ଗପାଳ ତାହା ଖାଇ ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଅସଫଳତାର ଅଭିଶାପ “ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହିନେବ ମାତ୍ର ଅଳ୍ପ ସଂଗ୍ରହ କରିବ। କାରଣ ପଙ୍ଗପାଳ ତାହା ଖାଇ ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।