Deuteronomy 28:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରି ବହକ୍ସ୍ଟ ସନ୍ତାନ ଦବେେ। ତୁମ୍ଭମାନଙ୍କୁ ଫସଲ ବେଳେ ଏବଂ ତକ୍ସ୍ଟମ୍ଭ ପଶକ୍ସ୍ଟମାନଙ୍କୁ ମଧ୍ଯ ବହକ୍ସ୍ଟ ଶାବକ ଦବେେ, ସେ ମଧ୍ଯ ତୁମ୍ଭମାନଙ୍କର ବାଛକ୍ସ୍ଟରି ଓ ମେଣ୍ତାମାନଙ୍କୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଶରୀରର ଫଳ ଓ ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରି ବହୁ ସନ୍ତାନ ଦେବେ। ତୁମ୍ଭମାନଙ୍କୁ ଫସଲ ବେଳେ ଏବଂ ତୁମ୍ଭ ପଶୁମାନଙ୍କୁ ମଧ୍ୟ ବହୁ ଶାବକ ଦେବେ, ସେ ମଧ୍ୟ ତୁମ୍ଭମାନଙ୍କର ବାଛୁରି ଓ ମେଣ୍ଢାମାନଙ୍କୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।