Deuteronomy 28:41 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପକ୍ସ୍ଟତ୍ରକନ୍ଯା ଜନ୍ମ କରିବ, ମାତ୍ର ସମାନେେ ତୁମ୍ଭର ହବେେ ନାହିଁ କାରଣ ସମାନେେ ବନ୍ଦୀ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୁତ୍ରକନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପୁତ୍ରକନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ କାରଣ ସେମାନେ ବନ୍ଦୀ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇଯିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇ ଯିବେ।