Deuteronomy 28:42 — Compare Translations
5 translations compared side by side
Odia - 1840
"ପଙ୍ଗପାଳ ଦଳ ତୁମ୍ଭର ସମସ୍ତ ଫସଲ ଓ ବୃକ୍ଷ ସବୁ ଖାଇଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳ ଦଳ ତୁମ୍ଭର ସମସ୍ତ ଫସଲ ଓ ବୃକ୍ଷ ସବୁ ଖାଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।