Deuteronomy 28:43 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ମଧିଅରେ ବାସ କରୁଥିବା ବିଦେଶୀମାନେ ତୁମ୍ଭମାନଙ୍କ ଠାରକ୍ସ୍ଟ ଅଧିକ ଶକ୍ତିଶାଳୀ ହବେେ। ତୁମ୍ଭମାନେେ ଯେଉଁ ଶକ୍ତିର ଅଧିକାରୀ ହାଇେଥିବ, ତାହା ଲୋପ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀମାନେ ତୁମ୍ଭମାନଙ୍କଠାରୁ ଅଧିକ ଶକ୍ତିଶାଳୀ ହେବେ। ତୁମ୍ଭେମାନେ ଯେଉଁ ଶକ୍ତିର ଅଧିକାରୀ ହୋଇଥିବ, ତାହା ଲୋପ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ।