Deuteronomy 28:45 — Compare Translations

5 translations compared side by side

Odia - 1840
"ସବୁ ଅଭିଶାପ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ଆସିବ ତୁମ୍ଭେ ନଷ୍ଟ ହବୋ ପର୍ୟ୍ଯନ୍ତ। କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ବାକ୍ଯ ପ୍ରତି ତୁମ୍ଭମାନେେ କର୍ଣପାତ କଲନାହିଁ। ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଓ ବ୍ଯବସ୍ଥାମାନ ମାନିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ ଓ ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣାର ଯେ ଯେ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସବୁ ଅଭିଶାପ ତୁମ୍ଭ ନିକଟକୁ ଆସିବ ତୁମ୍ଭେ ନଷ୍ଟ ହେବା ପର୍ଯ୍ୟନ୍ତ। କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ବାକ୍ୟ ପ୍ରତି ତୁମ୍ଭେମାନେ କର୍ଣ୍ଣପାତ କଲ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଓ ବ୍ୟବସ୍ଥାମାନ ମାନିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)