Deuteronomy 28:47 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭେ ସର୍ବପ୍ରକାର ସଐତ୍ତି ବହକ୍ସ୍ଟଳରୂପେ ପାଇଲେ ହେଁ ଆନନ୍ଦ ଚିତ୍ତ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ସବୋ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ସେବା କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳରୂପେ ପାଇଲେ ହେଁ ଆନନ୍ଦ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ସର୍ବ ପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।