Deuteronomy 28:48 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଯେଉଁ ଶତୃମାନଙ୍କୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ପଠାଇବେ, ତୁମ୍ଭେ କ୍ଷକ୍ସ୍ଟଧା ରେ ଓ ତୃଷା ରେ ଓ ଉଲଙ୍ଗତା ରେ ଏବଂ ସବୁପ୍ରକାର ଅଭାବରେ ସମାନଙ୍କେର ଦାସକର୍ମ କରିବ। ଆଉ ଶତୃ ତୁମ୍ଭକୁ ବିନଷ୍ଟ କରିବା ୟାଏ ତକ୍ସ୍ଟମ୍ଭ କାନ୍ଧ ରେ ଲକ୍ସ୍ଟହାର ଜକ୍ସ୍ଟଆଳି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ ଓ ତୃଷାରେ ଓ ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ଯାଏ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ ଓ ତୃଷାରେ ଓ ଉଲଙ୍ଗତାରେ ଏବଂ ସବୁପ୍ରକାର ଅଭାବରେ ସେମାନଙ୍କର ଦାସକର୍ମ କରିବ। ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ଯାଏ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।