Deuteronomy 28:49 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭପାଇଁ ଦୂରରକ୍ସ୍ଟ ଅନ୍ୟ ଏକ ଜାତି ଆଣିବେ, ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସମାନେେ ୟକ୍ସ୍ଟଦ୍ଧ କରିବେ। ତୁମ୍ଭେ ସମାନଙ୍କେର ଭାଷା ବକ୍ସ୍ଟଝିପାରିବ ନାହିଁ। ସମାନେେ ଖକ୍ସ୍ଟବ୍ଶିଘ୍ର ଆସିବେ। ଯେପରି ଆକାଶରକ୍ସ୍ଟ ବାଜପକ୍ଷୀ ଓହ୍ଲାଇଲା ପରି ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକି ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଶତ୍ରୁଜାତିର ଅଭିଶାପ “ସଦାପ୍ରଭୁ ତୁମ୍ଭ ପାଇଁ ଦୂରରୁ ଅନ୍ୟ ଏକ ଜାତି ଆଣିବେ, ତୁମ୍ଭ ବିରୁଦ୍ଧରେ ସେମାନେ ଯୁଦ୍ଧ କରିବେ। ତୁମ୍ଭେ ସେମାନଙ୍କର ଭାଷା ବୁଝିପାରିବ ନାହିଁ। ସେମାନେ ଖୁବ୍ ଶୀଘ୍ର ଆସିବେ। ଯେପରି ଆକାଶରୁ ବାଜପକ୍ଷୀ ଓହ୍ଲାଇଲା ପରି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;