Deuteronomy 28:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କର ପାତ୍ର ଖାଦ୍ୟ ରେ ପୂର୍ଣ୍ଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କର ପାତ୍ର ଖାଦ୍ୟରେ ପୂର୍ଣ୍ଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ।