Deuteronomy 28:50 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଅତ୍ଯନ୍ତ କୃର ହବେ। ବୃଦ୍ଧ ଲୋକମାନଙ୍କ ପ୍ରତି ମଧ୍ଯ ସମାନେେ ଦୟା ଦଖାଇବେେ ନାହିଁ। ସମାନେେ ତୁମ୍ଭର ପିଲାମାନଙ୍କ ପ୍ରତି ମଧ୍ଯ ଦୟା ଦଖାଇବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଅତ୍ୟନ୍ତ କୃର ହେବେ। ବୃଦ୍ଧ ଲୋକମାନଙ୍କ ପ୍ରତି ମଧ୍ୟ ସେମାନେ ଦୟା ଦେଖାଇବେ ନାହିଁ। ସେମାନେ ତୁମ୍ଭର ପିଲାମାନଙ୍କ ପ୍ରତି ମଧ୍ୟ ଦୟା ଦେଖାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।