Deuteronomy 28:54 — Compare Translations

5 translations compared side by side

Odia - 1840
"ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ଭଦ୍ ରେଲାକ ମଧ୍ଯ ଅତି କୃର ହାଇେ ଉଠିବ। ସେ ଅନ୍ୟମାନଙ୍କ ପାଇଁ ଅତି ନିଷ୍ଠକ୍ସ୍ଟର ହବେ। ସେ ମଧ୍ଯ ତା'ର ସ୍ତ୍ରୀ ପାଇଁ ନିଷ୍ଠକ୍ସ୍ଟର ହବେ ଯାହାକକ୍ସ୍ଟ ସେ ବହକ୍ସ୍ଟତ ଭଲ ପାଉଥିଲା। ଏବଂ ସେ ମଧ୍ଯ ତା'ର ପିଲାମାନଙ୍କ ପାଇଁ ନିଷ୍ଠକ୍ସ୍ଟର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ, ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ କୋମଳ ଓ ଅତି ସୁକୁମାର ଲୋକ ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ଏପରିକି ତୁମ୍ଭମାନଙ୍କ ମଧ୍ୟରେ ଥିବା ଦୟାଳୁ ଭଦ୍ରଲୋକ ମଧ୍ୟ ଅତି କୃର ହୋଇ ଉଠିବ। ସେ ଅନ୍ୟମାନଙ୍କ ପାଇଁ ଅତି ନିଷ୍ଠୁର ହେବ। ସେ ମଧ୍ୟ ତା’ର ସ୍ତ୍ରୀ ପାଇଁ ନିଷ୍ଠୁର ହେବ ଯାହାକୁ ସେ ବହୁତ ଭଲ ପାଉଥିଲା। ଏବଂ ସେ ମଧ୍ୟ ତା’ର ପିଲାମାନଙ୍କ ପାଇଁ ନିଷ୍ଠୁର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,