Deuteronomy 28:56 — Compare Translations

5 translations compared side by side

Odia - 1840
"ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ସ୍ତ୍ରୀଲୋକ ମଧ୍ଯ ନିଷ୍ଠକ୍ସ୍ଟର ହାଇେ ଉଠିବ। ସେ ତା'ର ଜୀବନକକ୍ସ୍ଟ ଏପରି ଉତ୍ସର୍ଗ କରିଥିଲା ଯେ ସେ କବେେ ତା'ର ପାଦ ପଦାକକ୍ସ୍ଟ ବାହାର କରି ନଥିଲା। ସେ ତା'ର ସ୍ବାମୀ, ତା'ର ପିଲାମାନଙ୍କ ପ୍ରତି ନିଷ୍ଠକ୍ସ୍ଟର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ଵାର-ମାନଙ୍କରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ହେତୁରୁ ଆପଣା ତଳିପା ଭୂମିରେ ରଖିବାକୁ ଭରସେ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ଵାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ଏପରିକି ତୁମ୍ଭମାନଙ୍କ ମଧ୍ୟରେ ଥିବା ଦୟାଳୁ ସ୍ତ୍ରୀଲୋକ ମଧ୍ୟ ନିଷ୍ଠୁର ହୋଇ ଉଠିବ। ସେ ତା’ର ଜୀବନକୁ ଏପରି ଉତ୍ସର୍ଗ କରିଥିଲା ଯେ ସେ କେବେ ତା’ର ପାଦ ପଦାକୁ ବାହାର କରି ନ ଥିଲା। ସେ ତା’ର ସ୍ୱାମୀ, ତା’ର ପିଲାମାନଙ୍କ ପ୍ରତି ନିଷ୍ଠୁର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;
Odia IRV 2017 (ଓଡିଆ ବାଇବେଲ)