Deuteronomy 28:57 — Compare Translations
5 translations compared side by side
Odia - 1840
"ଏପରି ହବେ ସହେି ସ୍ତ୍ରୀ ଲୋକ ଯେଉଁ ପିଲାକକ୍ସ୍ଟ ଜନ୍ମ ଦବେ ତାକକ୍ସ୍ଟ ଓ ତାହା ସହିତ ବାହାରିଥିବା ସମସ୍ତ ଦ୍ରବ୍ଯକକ୍ସ୍ଟ ସେ ଖାଇ ପକାଇବ। ଯେତବେେଳେ ଶତୃମାନେ ତୁମ୍ଭମାନଙ୍କୁ କବଳିତ କରି ରଖିବେ, ସହେି ସମୟରେ ଏପରି କର୍ମମାନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ପ୍ରସୂତ ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ହେତୁରୁ ସେ ସେମାନଙ୍କୁ ଗୋପନରେ ଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ହେବ ସେହି ସ୍ତ୍ରୀ ଲୋକ ଯେଉଁ ପିଲାକୁ ଜନ୍ମ ଦେବ ତାକୁ ଓ ତାହା ସହିତ ବାହାରିଥିବା ସମସ୍ତ ଦ୍ରବ୍ୟକୁ ସେ ଖାଇ ପକାଇବ। ଯେତେବେଳେ ଶତ୍ରୁମାନେ ତୁମ୍ଭମାନଙ୍କୁ କବଳିତ କରି ରଖିବେ, ସେହି ସମୟରେ ଏପରି କର୍ମମାନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।