Deuteronomy 28:58 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ଏହି ଗୌରବମଯ ଓ ଭୟଙ୍କର ନାମକକ୍ସ୍ଟ ଭୟ କରିବା ପାଇଁ ଯବେେ ଏହି ପୁସ୍ତକକରେ ଲିଖିତ ବ୍ଯବସ୍ଥାର ସମସ୍ତ କଥା ପାଳିବାକକ୍ସ୍ଟ ମନୟେୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯେବେ ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯେବେ ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;