Deuteronomy 28:59 — Compare Translations

5 translations compared side by side

Odia - 1840
"ତବେେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତକ୍ସ୍ଟମ୍ଭ ବଂଶର ଆଘାତ ଆର୍ଥାତ୍ ମହତ୍ ଓ ଚିରସ୍ଥାଯୀ ଆଘାତ, ପକ୍ସ୍ଟଣି ବ୍ଯଥାଜନକ ଓ ଚିରସ୍ଥାଯୀ ରୋଗ ଆଶ୍ଚର୍ୟ୍ଯ ରୂପ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟରୂପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ ଆର୍ଥାତ୍ ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍‍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍‍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।