Deuteronomy 28:6 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭମାନେେ ଆସିବ ଓ ବାହାରକକ୍ସ୍ଟ ୟିବ, ତୁମ୍ଭମାନେେ ଆଶୀର୍ବାଦ ପ୍ରାଲ୍ଗ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ଆସିବ ଓ ବାହାରକୁ ଯିବ, ତୁମ୍ଭେମାନେ ଆଶୀର୍ବାଦ ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।