Deuteronomy 28:60 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦେଖିଛ ମିଶର ବାସୀମାନଙ୍କୁ କିପରି ଭାବରେ ରୋଗବ୍ଯାଧି ବ୍ଯାପି ଥିଲା। ତାହା ତୁମ୍ଭମାନଙ୍କୁ ଭୟଭିତ କରାଇ ଥିଲା। ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସହେିସବୁ ମନ୍ଦକର୍ମମାନ ଭିଆଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦେଖିଛ ମିଶର ବାସୀମାନଙ୍କୁ କିପରି ଭାବରେ ରୋଗବ୍ୟାଧି ବ୍ୟାପି ଥିଲା। ତାହା ତୁମ୍ଭମାନଙ୍କୁ ଭୟଭୀତ କରାଇ ଥିଲା। ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସେହିସବୁ ମନ୍ଦକର୍ମମାନ ଭିଆଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଯେଉଁ ମିସରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।