Deuteronomy 28:61 — Compare Translations

5 translations compared side by side

Odia - 1840
"ବ୍ଯବସ୍ଥା ପୁସ୍ତକକରେ ଲଖାେ ନ ଥିବା ରୋଗବ୍ଯାଧି ମଧ୍ଯ ତକ୍ସ୍ଟମ୍ଭ ପାଇଁ ସଦାପ୍ରଭୁ ଆଣିବେ। ତୁମ୍ଭମାନଙ୍କର ବିନାଶ ହବୋ ପର୍ୟ୍ଯନ୍ତ ସେ ସବୁକକ୍ସ୍ଟ ସେ ଗ୍ଭଲକ୍ସ୍ଟ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଏ ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ପୁସ୍ତକରେ ଲେଖା ନ ଥିବା ରୋଗବ୍ୟାଧି ମଧ୍ୟ ତୁମ୍ଭ ପାଇଁ ସଦାପ୍ରଭୁ ଆଣିବେ। ତୁମ୍ଭମାନଙ୍କର ବିନାଶ ହେବା ପର୍ଯ୍ୟନ୍ତ ସେ ସବୁକୁ ସେ ଗ୍ଭଲୁ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।