Deuteronomy 28:62 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ସଂଖ୍ଯା ତାରାମାନଙ୍କ ପରି ବହକ୍ସ୍ଟତ ହାଇେଥିବା କିନ୍ତୁ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ଖକ୍ସ୍ଟବ୍ କମ ସଂଖ୍ଯକ ରହିଯିବେ। କାରଣ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯପ୍ରତି ଧ୍ଯାନ ଦଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ହେତୁରୁ ଆକାଶର ତାରାଗଣ ପରି ହେଲେ ହେଁ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ କର୍ଣ୍ଣପାତ କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ସଂଖ୍ୟା ତାରାମାନଙ୍କ ପରି ବହୁତ ହୋଇଥିବ କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ ସଂଖ୍ୟକ ରହିଯିବେ। କାରଣ ତୁମ୍ଭେମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟପ୍ରତି ଧ୍ୟାନ ଦେଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।