Deuteronomy 28:63 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଦିନେ ଆନନ୍ଦ ଥିଲେ, ତୁମ୍ଭମାନଙ୍କୁ ଖକ୍ସ୍ଟସି କରି ଓ ତୁମ୍ଭମାନଙ୍କର ସଂଖ୍ଯା ବଢାଇ। ଠିକ୍ ସହେିପରି ସଦାପ୍ରଭୁ ଆନନ୍ଦ ଖକ୍ସ୍ଟସି ଦବେେ ତୁମ୍ଭମାନଙ୍କୁ ହ୍ରସକରି ଓ ବିନାଶ କରି। ତୁମ୍ଭମାନେେ ଅଧିକାର କରିବାକୁ ଯାଉଥିବା ଦେଶକକ୍ସ୍ଟ ଅନ୍ୟମାନେ ଅଧିକାର କରି ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଏପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ । ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଦିନେ ଆନନ୍ଦ ଥିଲେ, ତୁମ୍ଭମାନଙ୍କୁ ଖୁସୀ କରି ଓ ତୁମ୍ଭମାନଙ୍କର ସଂଖ୍ୟା ବଢ଼ାଇ। ଠିକ୍ ସେହିପରି ସଦାପ୍ରଭୁ ଆନନ୍ଦ ଖୁସୀ ଦେବେ ତୁମ୍ଭମାନଙ୍କୁ ହ୍ରାସକରି ଓ ବିନାଶ କରି। ତୁମ୍ଭେମାନେ ଅଧିକାର କରିବାକୁ ଯାଉଥିବା ଦେଶକୁ ଅନ୍ୟମାନେ ଅଧିକାର କରି ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।
Odia IRV 2017 (ଓଡିଆ ବାଇବେଲ)