Deuteronomy 28:64 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୃଥିବୀର ଏକ ସୀମାରକ୍ସ୍ଟ ଅନ୍ୟସୀମା ପର୍ୟ୍ଯନ୍ତ ସମସ୍ତ ଗୋଷ୍ଠୀ ମଧିଅରେ ତୁମ୍ଭକୁ ଛିନ୍ନ ଭିନ୍ନ କରିବେ। ଆଉ ସଠାେରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବ ପୁରୁଷଗଣର ଅଜ୍ଞାତ କାଷ୍ଠ, ପାଷାଣର ମୂର୍ତ୍ତୀ ପୂଜା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଆନ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷ-ଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ। ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ, ପାଷାଣର ମୂର୍ତ୍ତି ପୂଜା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।