Deuteronomy 28:65 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସହେି ଗୋଷ୍ଠୀଯମାନଙ୍କ ମଧିଅରେ କିଛି ଶାନ୍ତି ପାଇବ ନାହିଁ ଓ ସଠାେରେ ତକ୍ସ୍ଟମ୍ଭ ପାଦର କିଛି ବିଶ୍ରାମ ହବେ ନାହିଁ। ସଦାପ୍ରଭୁ ତୁମ୍ଭର ମନକକ୍ସ୍ଟ ପୂର୍ଣ୍ଣ କରିବେ। ସେ ତୁମ୍ଭର ଆଖିଗକ୍ସ୍ଟଡିକ ଆଙ୍କାକ୍ଷା ରେ ଅବସନ୍ନ କରି ଦବେେ ଏବଂ ସେ ତୁମ୍ଭକୁ ଦକ୍ସ୍ଟଃଖ ପୂର୍ଣ୍ଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ ଓ ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସେହି ଗୋଷ୍ଠୀୟମାନଙ୍କ ମଧ୍ୟରେ କିଛି ଶାନ୍ତି ପାଇବ ନାହିଁ ଓ ସେଠାରେ ତୁମ୍ଭ ପାଦର କିଛି ବିଶ୍ରାମ ହେବ ନାହିଁ। ସଦାପ୍ରଭୁ ତୁମ୍ଭର ମନକୁ ପୂର୍ଣ୍ଣ କରିବେ। ସେ ତୁମ୍ଭର ଆଖିଗୁଡ଼ିକ ଆଙ୍କାକ୍ଷାରେ ଅବସନ୍ନ କରି ଦେବେ ଏବଂ ସେ ତୁମ୍ଭକୁ ଦୁଃଖ ପୂର୍ଣ୍ଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।