Deuteronomy 28:66 — Compare Translations

5 translations compared side by side

Odia - 1840
"ତକ୍ସ୍ଟମ୍ଭ ଜୀବନ ତକ୍ସ୍ଟମ୍ଭ ସାକ୍ଷାତ ରେ ସଂଶଯ ରେ ଦୋହଲିବ। ପକ୍ସ୍ଟଣି ତୁମ୍ଭେ ରାତ୍ରଦିନ ଆଶଙ୍କା କରିବ ଓ ତକ୍ସ୍ଟମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ; ପୁଣି ତୁମ୍ଭେ ରାତ୍ରଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ। ପୁଣି ତୁମ୍ଭେ ରାତ୍ରଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ ପୁଣି, ତୁମ୍ଭେ ରାତି ଓ ଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ ପୁଣି, ତୁମ୍ଭେ ରାତି ଓ ଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;